www.samajalive.in
Monday, December 8, 2025
27.1 C
Bhubaneswar

ହାତୀପଲଙ୍କ ଉପଦ୍ରବ, ବ୍ୟାପକ ଫସଲ ନଷ୍ଟ

ମୟୂରଭଞ୍ଜ : ରାଜ୍ୟର ବିଭିନ୍ନ ସ୍ଥାନରେ ହାତୀମାନଙ୍କ ଉପଦ୍ରବ ଲାଗି ରହିଛି। ମୟୂରଭଞ୍ଜ ଜିଲା କରଞ୍ଜିଆରେ ପୁଣି ହାତୀପଲଙ୍କ ଉପଦ୍ରବ ଦେଖାଯାଇଛି। ବଡ଼ଗାଁ ପଞ୍ଚାୟତ ରାଜପୋଷି ଗାଁରେ ଶୁକ୍ରବାର ବିଳମ୍ବିତ ରାତିରେ ହାତୀପଲ ପଶି  ଫସଲ ନଷ୍ଟ କରିଛନ୍ତି। କରଞ୍ଜିଆ ବନଖଣ୍ଡ ଅଞ୍ଚଳରେ ପ୍ରାୟ ୨୨ଟି ହାତୀ ବୁଲୁଥିବା ଜଣାପଡ଼ିଛି। ଏହାକୁ ନେଇ ଗ୍ରାମବାସୀ ଭୟଭୀତ ହେବା ସହ ବାରମ୍ବାର ହାତୀ ଗାଁ ଭିତରକୁ ପଶୁଥିବାରୁ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇଛି। ତୁରନ୍ତ ହାତୀପଲ ଘଉଡ଼ାଇବାକୁ ସ୍ଥାନୀୟଲୋକେ ଦାବି କରିଛନ୍ତି। ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ହାତୀପଲଙ୍କୁ ଘଉଡ଼ାଇବାକୁ ଉଦ୍ୟମ ଜାରି ରଖିଥିବା ସୂଚନା ମିଳିଛି।

Hot this week

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

Related Articles

Popular Categories