www.samajalive.in
Monday, December 8, 2025
27.1 C
Bhubaneswar

ଅବତରଣ କରି ନପାରି ଝାରସୁଗୁଡ଼ାରୁ ଫେରିଲା ବିମାନ

ଭୁବନେଶ୍ୱର : ଆଲାଏନ୍ସ ନାମକ ଏୟାର ବିମାନ ମେଘୁଆ ପାଗ ପାଇଁ ରବିବାର ଝାରସୁଗୁଡ଼ାରେ ଅବତରଣ କରିପାରିନଥିବା ଜଣାପଡ଼ିଛି। ପାଗର ପରିସ୍ଥିତିକୁ ନଜରରେ ରଖି ଭୁବନେଶ୍ୱରରୁ ଉଡ଼ାଣ କରିଥିବା ବିମାନ ପୁଣି ଭୁବନେଶ୍ୱର ବିମାନ ବନ୍ଦରକୁ ଫେରିଲା। ଫଳରେ ଯାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories