www.samajalive.in
Tuesday, December 9, 2025
19.1 C
Bhubaneswar

ବିଦ୍ୟୁତ ଆଘାତରେ ବାଳକର ମୃତ୍ୟୁ

ବଡ଼ସାହି: ବିଦ୍ୟୁତ ସଂସ୍ପର୍ଶରେ ଆସି ବାଳକର ମୃତ୍ୟୁ ଘଟିଛି। ମୃତ ବାଳକ ହେଉଛନ୍ତି ମୟୁରଭଞ୍ଜ ଜିଲ୍ଲା ବଡସାହି ବ୍ଲକ ଭୀମଦା ପଞ୍ଚାୟତର ମଙ୍ଗଳପୁର ଗ୍ରାମର କାର୍ତ୍ତିକ ସିଂଙ୍କ ୧୩ବର୍ଷର ପୁଅ ବାପୁନ । ରବିବାର ମଧ୍ୟାହ୍ନରେ ଆକସ୍ମିକ ଭାବେ ଘରର ବିଦ୍ୟୁତ ତାର ସଂସ୍ପର୍ଶରେ ଆସିବାରୁ ବାପୁନ ସଜ୍ଞାହୀନ ହୋଇପଡ଼ିଯାଇଥିଲେ। ପରିବାର ଲୋକେ ସଙ୍ଗେ ସଙ୍ଗେ ରେମୁଣା ଡ଼ାକ୍ତରଖାନା ପରେ ବାଲେଶ୍ୱର ଡ଼ାକ୍ତରଖାନାକୁ ନେଇଥିଲେ ହେଁ ସେତେବେଳକୁ ବାପୁନଙ୍କର ମୃତ୍ୟୁ ହୋଇସାରିଥିଲା। ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ଗ୍ରାମରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଥିଲା।

Hot this week

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

Related Articles

Popular Categories