www.samajalive.in
Tuesday, December 9, 2025
16.1 C
Bhubaneswar

ଲୋକପ୍ରିୟ ଟିଭି ସୋ ”ମ୍ୟାନ ଭର୍ସେସ୍‌ ଓ୍ୱାଇଲ୍ଡ’ରେ ନଜର ଆସିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ : ଡିସ୍‌କଭରି ଚ୍ୟାନେଲ୍‌ର ଲୋକପ୍ରିୟ ସୋ ”ମ୍ୟାନ ଭର୍ସେସ୍‌ ଓ୍ୱାଇଲ୍ଡ’ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନଜର ଆସିଛନ୍ତି। ଏହା ସୋମବାର ରାତି ୯ଟାରେ ପ୍ରସାରିତ ହୋଇଥିଲା। ଏହି କାର୍ଯ୍ୟକ୍ରମକୁ ପ୍ରସିଦ୍ଧ ଦୁଃସାହସିକ ଉପସ୍ଥାପକ(ଆଙ୍କର) ବିୟର ଗ୍ରୀଲ୍‍ସ ପରିଚାଳନା କରିଥିଲେ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜର ଜୀବନୀ ସମ୍ପର୍କିତ ଅନେକ ମହତ୍ଵପୂର୍ଣ୍ଣ ଅଂଶ ବିଷୟରେ ବର୍ଣ୍ଣନା କରିବା ସହିତ ପ୍ରଧାନମନ୍ତ୍ରୀ ପ୍ରକୃତି ଓ ହିମାଳୟ ସହିତ ତାଙ୍କର ସମ୍ପର୍କକୁ ନେଇ ମଧ୍ୟ କହିଛନ୍ତି। ଜିମ୍‍ କର୍ବେଟ୍‍ ଜାତୀୟ ଅଭୟାରଣ୍ୟରେ ଏହାକୁ ନିର୍ମାଣ କରାଯାଇଥିଲା।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories