www.samajalive.in
Wednesday, December 10, 2025
14.1 C
Bhubaneswar

ଦେଶର ୧୫୦ଟି ଜିଲ୍ଲାରେ ପ୍ରତିଷ୍ଠା ହେବ ସ୍ୱତନ୍ତ୍ର ପାରମ୍ପରିକ ଚିକିତ୍ସାଳୟ

ନୂଆଦିଲ୍ଲୀ: ଭାରତୀୟ ପାରମ୍ପରିକ ଔଷଧ ସିଦ୍ଧ ଏବଂ ଆୟୁର୍ବେଦ ଭିତ୍ତିକ ଚିକିତ୍ସା ଯୋଗାଇଦେବା ଲକ୍ଷ୍ୟରେ ଦେଶର ୧୫୦ଟି ଜିଲ୍ଲାରେ ସ୍ୱତନ୍ତ୍ର ଚିକିତ୍ସାଳୟମାନ ଖୋଲାଯିବ। ତାମିଲନାଡୁର ଭେଲୋରଠାରେ ସୋମବାର ଏକ ଆୟୁର୍ବେଦ ଚିକିତ୍ସାଳୟର ଶୁଭାରମ୍ଭ କରିବା ଅବସରରେ କେନ୍ଦ୍ର ଆୟୁଷ ରାଷ୍ଟ୍ରମନ୍ତ୍ରୀ ଶ୍ରୀପଦ ୟେଷୋ ନାୟକ ଏହା କହିଛନ୍ତି।

ଭାରତୀୟ ପାରମ୍ପରିକ ଔଷଧ କ୍ଷେତ୍ରରେ ଗବେଷଣାକୁ ପ୍ରୋତ୍ସାହନ ଯୋଗାଇଦେବା ଲକ୍ଷ୍ୟରେ ଦେଶର ବିଭିନ୍ନ ଭାଗରେ ଏମସ୍‍ ଭଳି ଅନୁଷ୍ଠାନମାନ ସ୍ଥାପନ କରାଯିବ ବୋଲି ସେ କହିଛନ୍ତି। ଆୟୁଷ ରାଷ୍ଟ୍ରମନ୍ତ୍ରୀ ଶ୍ରୀପଦ ଗ୍ରାମାଞ୍ଚଳରେ ମୌଳିକ ସ୍ୱାସ୍ଥ୍ୟସେବା ଲକ୍ଷ୍ୟରେ ଏକ ଛଅ ମାସିଆ ପାଠ୍ୟକ୍ରମର ପ୍ରଚଳନ ଆରମ୍ଭ କରିଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories