www.samajalive.in
Monday, December 8, 2025
27.1 C
Bhubaneswar

ବାସ୍ତୁ ଦୋଷ ଦୂର ପାଇଁ କରନ୍ତୁ ପ୍ରଭୁ ଗଣେଶଙ୍କୁ ପୂଜାର୍ଚ୍ଚନା

ପ୍ରଭୁ ବିଘ୍ନକର୍ତ୍ତା ଗଣେଶ ଭିନ୍ନ ଭିନ୍ନ ସ୍ୱରୁପରେ ସମସ୍ତ ଦିଗର ବାସ୍ତୁ ଦୋଷ ଦୂର କରିଥାଆନ୍ତି। ବାସ୍ତୁ ଦେବତାଙ୍କ ଶାନ୍ତି ନିମନ୍ତେ ଗଣେଶଙ୍କ ପୂଜାର୍ଚ୍ଚନା କରିବା ନିତ୍ୟାନ୍ତ ଆବଶ୍ୟକ । ନିୟମିତ ଗଣେଶଙ୍କୁ ପୂଜାର୍ଚ୍ଚନା କଲେ ବହୁ ବାସ୍ତୁ ଦୋଷ ଦୂର ହୋଇଯାଏ। ଜାଣନ୍ତୁ ଏ ବିଷୟରେ….
ଘରର କାନ୍ଥରେ ସ୍ୱସ୍ତିକ ଚିହ୍ନ କଲେ ବାସ୍ତୁ ଦୋଷ ଦୂର ହୋଇଥାଏ।
ପ୍ରଭୁ ଗଣେଶଙ୍କ ଫଟୋ କିମ୍ବା ମୂର୍ତ୍ତିର ମୁଖ ଦକ୍ଷିଣକୁ ହେବା ଉଚିତ ନୁହେଁ।
ଗୃହରେ ସର୍ବଦା ବସିଥିବା ଗଣେଶଙ୍କ ପ୍ରତିମା ଏବଂ କାର୍ଯ୍ୟ ସ୍ଥଳରେ ଠିଆ ହୋଇଥିବା ଗଣେଶଙ୍କ ପ୍ରତିମା ରଖିବା ଆବଶ୍ୟକ ଅଟେ।
ପୂର୍ବ ଦିଗରେ ଗଣେଶଙ୍କ ପ୍ରତିମା ସ୍ଥାପନ କଲେ ଏହା ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିଥାଏ।
ଧଳା ରଙ୍ଗ ଗଣେଶଙ୍କ ପ୍ରତିମା ଘରେ ଲଗାଇଲେ ଗୃହରେ ସର୍ବଦା ସୁଖଶାନ୍ତିର ବାତାବରଣ ରହିଥାଏ।
ପିଲାଙ୍କ ପାଠ ପଢା ନିମନ୍ତେ ସିନ୍ଦୂର ରଙ୍ଗର ଗଣେଶଙ୍କ ପ୍ରତିମା ରଖିବା ଅତ୍ୟନ୍ତ ଶୁଭ ହୋଇଥାଏ।
ପ୍ରତି ବୁଧବାରରେ ଗଣେଶଙ୍କୁ ଲଡ଼ୁ ପ୍ରସାଦ ଭାବେ ଭୋଗ ଲଗାଇଲେ ପରିବାର ସଦସ୍ୟ ମଧ୍ୟରେ ସଂପର୍କ ସୁଦୃଢ ରହିଥାଏ।
ନିୟମିତ ପ୍ରଭୁ ଗଣେଶଙ୍କୁ ଦୁବ ଏବଂ ଅରୁଆ ଚାଉଳ ଅର୍ପଣ କଲେ ବହୁ ଶୁଭ ଫଳ ମିଳିଥାଏ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories