www.samajalive.in
Sunday, December 7, 2025
23.1 C
Bhubaneswar

ଉଛୁଳା ନଦୀରେ ବୁଡିଲା ଡଙ୍ଗା; ଅଳ୍ପକେ ବର୍ତ୍ତିଲେ ଛାତ୍ରଛାତ୍ରୀ

କେନ୍ଦ୍ରାପଡ଼ା : ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇଛି । ବୁଧବାର କେନ୍ଦ୍ରପଡାରେ ପ୍ରାୟ ୪୦ ଜଣ ଛାତ୍ରଛାତ୍ରୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗାଟି ଉଛୁଳା ନଦୀରେ ବୁଡି ଯାଇଛି । କିନ୍ତୁ ସୌଭାଗ୍ୟବଶତଃ ଏଥିରେ କାହାର ପ୍ରାଣ ହାନି ଘଟିନାହିଁ । ଡଙ୍ଗା ବୁଡିବାର ଖବର ପାଇ ସ୍ଥାନୀୟ ଲୋକେ ନଦୀ ମଧ୍ୟରୁ ସମସ୍ତ ଛାତ୍ରଛାତ୍ରୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଛନ୍ତି । ବର୍ତ୍ତମାନ ସୁଦ୍ଧା ଏନେଇ ଅଧିକ ଖବର ହସ୍ତଗତ ହୋଇ ପାରିନାହିଁ ।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories