ପିପିଲି : ଭୁବନେଶ୍ବର-ପୁରୀ ଜାତୀୟ ରାଜପଥର ମଙ୍ଗଳପୁର ପଞ୍ଚାୟତ କାର୍ଯ୍ୟାଳୟ ଠାରେ କୌଣସି ଏକ ଅଜଣା ଗାଡି ଧକ୍କାରେ ଶୁକ୍ରବାର ରାତିରେ ଜଣେ ସ୍କୁଟି ଚାଳକଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଛି l ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତ ଦେହକୁ ଜବତ କରି ଘଟଣାର ତଦନ୍ତ ଚଳାଇଛି l
Popular Categories

Hot this week

‘The Samaja’, the synonym of newspapers in Odisha – a mass circulated and widely read Odia daily has completed ‘Hundred Five‘ years of its glorious publication. Founded in 1919 by a great visionary, nationalist and freedom fighter, Utkalamani Pandit Gopabandhu Das.. Read More
Get important news delivered directly to your inbox and stay connected!