www.samajalive.in
Saturday, December 6, 2025
14.1 C
Bhubaneswar

ଯାତ୍ରା କଳାକାରଙ୍କୁ ହତ୍ୟା

ବାଲେଶ୍ୱର : ଭୋଗରାଇ ବ୍ଲକର ଏକ ଯାତ୍ରା ପାର୍ଟିର ଜଣେ କଳାକାରଙ୍କୁ ଶୁକ୍ରବାର ରାତିରେ ହତ୍ୟା କରାଯଇଛି । ସେ ହେଲେ ବାଲିଆପାଳ ଥାନା ଅନ୍ତର୍ଗତ କଟିସାହି ଗ୍ରାମର ତ୍ରିଲୋଚନ ରଞ୍ଜିତ(୫୦) ।  ତ୍ରିଲୋଚନ ଉକ୍ତ ଯାତ୍ରା ପାର୍ଟିରେ ହାସ୍ୟ ଅଭିନେତା ଭାବେ ଅଭିନୟ କରୁଥିଲେ । ଶୁକ୍ରବାର ରାତି ପ୍ରାୟ ସାଢ଼େ ୧୧ଟାରେ ଭୋଗରାଇ ବ୍ଲକ କାର୍ଯ୍ୟାଳୟ ସାମ୍ନାରେ  ତ୍ରିଲୋଚନଙ୍କୁ ସୁନାଧର ବସାଣ ଗ୍ରାମର ଜଣେ ବ୍ୟକ୍ତି ପିଟି ପିଟି ହତ୍ୟା କରିଥିବା ଜଣାପଡିଛି । ପୁଲିସ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖି ପଚରା ଉଚରା କରୁଛି । ହତ୍ୟାର କାରଣ ଜଣାପଡି ନାହିଁ ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories