www.samajalive.in
Tuesday, December 9, 2025
15.1 C
Bhubaneswar

ଆଇଏଏସ୍ ସ୍ତରରେ ଅଦଳ ବଦଳ

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ବରିଷ୍ଠ ଆଇଏଏସ୍  ସ୍ତରରେ ଅଦଳବଦଳ କରାଯାଇଛି। ଗଗନ ଧଳଙ୍କୁ ଓଏଫଡ଼ିସି ଅଧ୍ୟକ୍ଷ ପଦରେ ନିଯୁକ୍ତି ଦିଆଯାଇଛି। ସେହିପରି ସୁରେଶ ମହାପାତ୍ରଙ୍କୁ ଉନ୍ନୟନ କମିଶନର ସହିତ ସଂଯୋଜନା ବିଭାଗ ଦାୟିତ୍ବ ଦିଆଯାଇଛି। କେବିକେ ମୁଖ୍ୟ ପ୍ରଶାସକ ଭାବେ ସୁଦର୍ଶନ ପାଇ ଠାକୁରଙ୍କୁ ନିଯୁକ୍ତି ଦିଆଯାଇଥିବା ବେଳେ ପ୍ରଦୀପ୍ତ ମହାପାତ୍ରଙ୍କୁ କୃଷି ଉତ୍ପାଦନ କମିସନର ଭାବେ ନିଯୁକ୍ତି ମିଳିଛି। ଏଥିସହିତ ସେ ସ୍କୁଲ ଓ ଗଣଶିକ୍ଷା ବିଭାଗ ଦାୟିତ୍ବରେ ମଧ୍ୟ ରହିବେ। ମୋନା ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ଶିଳ୍ପ ସଚିବ ସଂଜୀବ ଚୋପ୍ରାଙ୍କୁ ଗୃହ ବିଭାଗ ଓ ମନୋଜ ମିଶ୍ରଙ୍କୁ ଇଲେକ୍ଟ୍ରୋନିକ୍‌ ଓ ସୂଚନା ପ୍ରଯୁକ୍ତି ବିଭାଗରେ ଅତିରିକ୍ତ ଦାୟିତ୍ୱ ମିଳିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories