www.samajalive.in
Sunday, December 14, 2025
15.1 C
Bhubaneswar

ଭଦ୍ରକରେ ମାଗଣା ଡାୟଲେସିସ୍ ସେଣ୍ଟର ଉଦ୍‌ଘାଟିତ

ଭଦ୍ରକ : ଭଦ୍ରକ ମୋଟେଲ ଛକ ନିକଟସ୍ଥ ସାଳନ୍ଦୀ ହସ୍ପିଟାଲ ପରିସରରେ ବୁଧବାର ରୋଟାରୀ କ୍ଲବ ପକ୍ଷରୁ ମାଗଣା ଡାୟଲେସିସ୍ ସେଣ୍ଟର ଉଦ୍‌ଘାଟନ କରାଯାଇଛି। ମୁଖ୍ୟ ଅତିଥି ଭାବେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଯୋଗ ଦେଇ ଏହାକୁ ଉଦ୍‌ଘାଟନ କରିଥିଲେ ଏବଂ କ୍ଲବର ଏହି ପଦକ୍ଷେପକୁ ଖୁବ୍ ପ୍ରଶଂସା କରିଥିଲେ।
ଅନ୍ୟ ମାନଙ୍କ ମଧ୍ୟରେ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ସଂସଦ ମଞ୍ଜୁଲତା ମଣ୍ଡଳ, ରୋଟାରୀ କ୍ଲବ ସଭାପତି ଅତିସ ବେହରା, ପ୍ରଭାସ ନାୟକ, ଅଜୟ ଅଗ୍ରୱାଲ, ଶିଶିର ମିଶ୍ର ପ୍ରମୁଖ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories