www.samajalive.in
Thursday, December 11, 2025
23.1 C
Bhubaneswar

ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ବୁଧବାର ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ସୂଚନା ଅନୁଯାୟୀ ଦଶପଲ୍ଲା , ନୂଆଗାଁ, ନୟାଗଡ଼, ଜଗନ୍ନାଥପ୍ରସାଦ, ଢେଙ୍କାନାଳ , ହିନ୍ଦେୋଳ, ଓଡ଼ପଡ଼ା, ଗଁନ୍ଦିଆ, ଭୂବନ, କାମାକ୍ଷାନାଗର, ଆଠଗଡ଼ ଆଦି ବ୍ଲକରେ ଭୀଷଣ ବଜ୍ରପାତ ହେବାର ସମ୍ଭାବନା ରହିଛି।

Hot this week

୪ ଦଶନ୍ଧି ପରେ ବଡ଼ ଗୋପାଳଜୀଉ ମନ୍ଦିର ଫେରିବ ବିଗ୍ରହ

ଭୁବନେଶ୍ବର : ୧୯୮୩ରେ ଘଟିଥିବା ଏକ ଅଷ୍ଟଧାତୁ ମୂର୍ତ୍ତି ଚୋରି ମାମଲାରେ...

ନୂତନ କର୍ମକର୍ତ୍ତାଙ୍କ ସହ ବିଜେପିର ବୈଠକ

ଭୁବନେଶ୍ବର : କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନକଲ୍ୟାଣକାରୀ ଯୋଜନାର ସୁଫଳ...

କ୍ଷମା ମାଗିଲେ ଇଣ୍ଡିଗୋର ଅଧ୍ୟକ୍ଷ ବିକ୍ରମ ମେହେଟ୍ଟା, କହିଲେ..

ନୂଆଦିଲ୍ଲୀ : ଇଣ୍ଡିଗୋ ଏୟାରଲାଇନ୍ସ ଏକ ବଡ଼ ସଙ୍କଟର ସମ୍ମୁଖୀନ ହୋଇଥିଲା...

ବିଶ୍ବାସ ଜିନ୍‌

ବିଶ୍ବାସ ହେଉଛି ସମ୍ପର୍କର ସେତୁବନ୍ଧ। ଏହା ହିଁ ଆଦିମ ମଣିଷକୁ ପରସ୍ପର...

‘ଜୀବେ ଦୟା’ ଜୈବ ବିବିଧତାର ଆଦର୍ଶ

ଆମ ପରିବେଶରେ ଥିବା ବିଭିନ୍ନ ପ୍ରକାରର ଉଦ୍ଭିଦ, ପ୍ରାଣୀ ଓ ଅନ୍ୟାନ୍ୟ...

Related Articles

Popular Categories