www.samajalive.in
Monday, December 15, 2025
26.1 C
Bhubaneswar

୩ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ ଅଭିଯୋଗ

ବାଲିକୁଦା : କନ୍ଧମାଳ ଜିଲା ଜି. ଉଦୟଗିରି ଥାନା ଅଞ୍ଚଳରେ ବୁଧବାର ୩ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ପୀଡିତାଙ୍କ ମାଆ ଥାନାରେ ଏତଲା ଦେବାପରେ ପୁଲିସ ଅଭିଯୁକ୍ତ ଯୁବକକୁ ଗିରଫ କରିଛି। ଅଭିଯୁକ୍ତ ଯୁବକ ଜଣଙ୍କ ଶିଶୁ କନ୍ୟାକୁ ଚକୋଲେଟ୍ ଦେବାକୁ ଡାକିନେଇ ଦୁଷ୍କର୍ମ କରିଥିବା ସୂଚନା ମିଳିଛି।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories