www.samajalive.in
Tuesday, December 9, 2025
16.1 C
Bhubaneswar

ରାଜ୍ୟସଭା ସଦସ୍ୟ ଭାବେ ଶପଥ ନେଲେ ମନମୋହନ

ନୂଆଦିଲ୍ଲୀ : ରାଜ୍ୟସଭା ସଦସ୍ୟ ଭାବେ ଷଷ୍ଠ ଥର ପାଇଁ ଶପଥ ଗ୍ରହଣ କରିଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂହ। ରାଜସ୍ଥାନରୁ ନିର୍ବାଚିତ ୮୬ବର୍ଷୀୟ ଡଃ ସିଂହଙ୍କୁ ଶୁକ୍ରବାର ରାଜ୍ୟସଭା ଅଧ୍ୟକ୍ଷ ତଥା ଉପରାଷ୍ଟ୍ରପତି ଏମ୍‌. ଭେଙ୍କେୟା ନାଇଡୁ ନିଜ ପ୍ରକୋଷ୍ଠରେ ଶପଥପାଠ କରାଇଛନ୍ତି। ଏହି କାର୍ଯ୍ୟକ୍ରମରେ କଂଗ୍ରେସର ଅନ୍ତରୀଣ ସଭାପତି ସୋନିଅା ଗାନ୍ଧୀ, ବରିଷ୍ଠ ନେତା ଗୁଲାମନବି ଆଜାଦ, ଅହମ୍ମଦ ପଟେଲ, ଆନନ୍ଦ ଶର୍ମା, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ସମେତ କିଛି ବିଜେପି ନେତା ମଧ୍ୟ ଉପସ୍ଥିତ ଥିଲେ। ମନମୋହନ ପୂର୍ବରୁ କ୍ରମାଗତ ୫ଥର ଆସାମରୁ ରାଜ୍ୟସଭା ସଦସ୍ୟ ରହିଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories