www.samajalive.in
Friday, December 12, 2025
27.1 C
Bhubaneswar

ସୋ’ ରୁମ୍‍ରୁ ୯ ଲକ୍ଷ ଟଙ୍କା ଲୁଟ ଅଭିଯୋଗ

ଝାରସୁଗୁଡ଼ା : ଝାରସୁଗୁଡ଼ା ବାଇପାସ ବେହେରାପାଟ ଅନ୍ତର୍ଗତ ଏକ ଗଜରାଜ ହୋଣ୍ଡା ସୋ’ ରୁମ୍‍ରୁ ୯ ଲକ୍ଷ ଟଙ୍କା ଲୁଟ ହୋଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ଦୁର୍ବୃତ୍ତ ସୋ’ ରୁମର ପଛ ଦରଜା ତାଡ଼ି କ୍ୟାସ୍‍ କାଉଣ୍ଟରରୁ ପାଖାପାଖି ୯ ଲକ୍ଷ ଟଙ୍କା ଚୋରି କରିଥିବା ଜଣାପଡ଼ିଛି। ପ୍ରତି ଶନିବାର ସୋ’ ରୁମ ବନ୍ଦ ଥାଏ ତେଣୁ ଶନିବାର କିମ୍ବା ଶୁକ୍ରବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି ବୋଲି ସୋ’ ରୁମର ମାଲିକଙ୍କ ଠାରୁ ଜଣାପଡ଼ିଛି। ଘଟଣାରେ ସୋ’ରୁମର କେହି କର୍ମଚାରୀର ସମ୍ପୃକ୍ତି ଥିବା ମଧ୍ୟ ସନ୍ଦେହ କରାଯାଉଛି। ଘଟଣା ସମ୍ପର୍କରେ ସୋ’ ରୁମର ମାଲିକ ପ୍ରଥମେ ବିଟିଏମ ଫାଣ୍ଡିରେ ଏତଲା ଦେବା ପରେ ପୁଲିସ ତଦନ୍ତ ଜାରି ରଖିଛି।

Hot this week

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

Related Articles

Popular Categories