www.samajalive.in
Monday, December 8, 2025
27.1 C
Bhubaneswar

ଓଡିଆ ପୁଅ ପ୍ରମୋଦଙ୍କ ବିଶ୍ୱ ରେକର୍ଡ

ସ୍ୱିଜରଲ୍ୟାଣ୍ଡ: ସ୍ୱିଜରଲ୍ୟାଣ୍ଡର ବାସେଲରେ ଚାଲିଥିବା ବିଶ୍ୱ ପାରା ବ୍ୟାଡମିଣ୍ଟନ ଚାମ୍ପିଅନସିପ୍‍ ରେ ଓଡିଆ ପୁଅ ପ୍ରମୋଦ ଭଗତ ଆଉ ଏକ ସ୍ୱର୍ଣ୍ଣ ପଦକ ଜିତିଛନ୍ତି। ସିଙ୍ଗଲ୍ସ ଫାଇନାଲରେ ଇଂଲଣ୍ଡର ଡାନିଏଲ ବେଥେଲଙ୍କୁ ୬-୨୧,୨୧-୧୪,୨୧-୫ ରେ ହରାଇ ପ୍ରମୋଦ ଭଗତ ଚାମ୍ପିଅନ ହୋଇଛନ୍ତି। ଡବଲ୍ସ ବର୍ଗରେ ମଧ୍ୟ ପ୍ରମୋଦଙ୍କୁ ସ୍ୱର୍ଣ୍ଣ ପଦକ ମିଳିଥିଲା। ଏଠାରେ ସୂଚନାଯୋଗ୍ୟ ବରଗଡ ଜିଲ୍ଳାର ଅତାବିରାରେ ଜନ୍ମିତ ଭଗତଙ୍କୁ ଚଳିତ ବର୍ଷ ଅର୍ଜୁନ ପୁରସ୍କାର ପାଇଁ ମନୋନିତ କରାଯାଇଛି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories