www.samajalive.in
Sunday, December 7, 2025
18.1 C
Bhubaneswar

ସଡ଼କ ଦୁର୍ଘଟଣାରେ ଅତିରିକ୍ତ ଜିଲାପାଳ ମୃତ

ବୌଦ୍ଧ : ବୌଦ୍ଧ ଜିଲା ଏନଏଚ୍ ୫୭ ଚାରିଛକ କଲରାପଠା ନିକଟରେ ସୋମବାର ସଡ଼କ ଦୁର୍ଘଟଣାରେ ବୌଦ୍ଧର  ଅତିରିକ୍ତ ଜିଲାପାଳଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତ ଅତିରିକ୍ତ ଜିଲାପାଳଙ୍କ ନାମ ରମାକାନ୍ତ ସେଠୀ। ସେ ନିଜ କାରରେ ଆସୁଥିବାବେଳେ ଭାରସାମ୍ୟ ହରାଇ ଏକ ଗଛରେ କାରଟିକୁ ପିଟିଦେଇଥିଲେ। ଫଳରେ ସେ ଗୁରୁତର ଅବସ୍ଥାରେ ବୌଦ୍ଧ ଡ଼ାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories