www.samajalive.in
Wednesday, December 10, 2025
15.1 C
Bhubaneswar

ବରମୁଣ୍ଡା ବସଷ୍ଟାଣ୍ଡରେ ଜଳିଗଲା ବସ୍

ଭୁବନେଶ୍ୱର : ଭୁବନେଶ୍ୱର ବରମୁଣ୍ଡା ବସଷ୍ଟାଣ୍ଡରେ ବୁଧବାର ଏକ ଘରୋଇ ବସରେ ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି । ନିଆଁରେ ବସ୍‌ଟି ସମ୍ପୂର୍ଣ୍ଣ ଜଳିଯାଇଛି ।

ସୂଚନା ଅନଯାୟୀ, ଚକାଡୋଳା ନାମକ ଏକ ଘରୋଇ ବସରେ ହଠାତ ନିଆଁ ଲାଗିଯାଇଥିଲା । ବସ୍ ଜଳୁଥିବା ଦେଖି ଆଖପାଖରେ ଥିବା ସମସ୍ତ ବସ୍ ଗୁଡ଼ିକୁ ସଙ୍ଗେସଙ୍ଗେ ଷ୍ଟାଣ୍ଡରୁ କଢ଼ାଯାଇଥିଲା । ତେବେ କେଉଁ କାରାଣରୁ ବସ୍‌ରେ ନିଆଁ ଲାଗିଳା ତାହା ଏଯାବତ୍ ସ୍ପଷ୍ଟ ହୋଇ ନଥିବାବେଳେ ସଟସର୍କିଟ ଯୋଗୁଁ ଏଭଳି ଘଟିଛି ବୋଲି ଅଗ୍ନିଶମ ବିଭାଗ ଅନୁମାନ କରୁଛି । ବସରେ ଲାଗିଥିବା ନିଆଁକୁ ଆୟତ୍ତ କରିବା ପାଇଁ ୨ଟି ଦମକଳ ବାହିନୀ ନିୟୋଜିତ ହୋଇଥିଲେ। ବସରେ କୌଣସି ଯାତ୍ରୀ ନଥିବା ଜଣାପଡ଼ିଛି ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories