www.samajalive.in
Sunday, December 7, 2025
16.1 C
Bhubaneswar

ଏମାର ମଠ ଉଚ୍ଛେଦ ଆରମ୍ଭ

ପୁରୀ: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମେଘନାଦ ପାଚେରିଠାରୁ ୭୫ ମିଟର ପରିଧି ମଧ୍ୟରେ ଚାଲିଥିବା ଉଚ୍ଛେଦ ଅଭିଯାନ ଗୁରୁବାର ମଧ୍ୟ ଜାରି ରହିଛି। ପ୍ରଶାସନ ପକ୍ଷରୁ ଗୁରୁବାର କଡ଼ା ସୁରକ୍ଷା ବଳୟରେ ଏମାର ମଠ ଉଚ୍ଛେଦ ଆରମ୍ଭ ହୋଇଛି। ୪ ମହଲା ବିଶିଷ୍ଟ ଏହି ମଠର ଉପର ମହଲାରୁ ଉଚ୍ଛେଦ କାମ ଚାଲିଛି। ଉପର ମହଲାରେ ଥିବା ରଘୁନନ୍ଦନ ଲାଇବ୍ରେରୀ କୋଠାକୁ ପ୍ରଶାସନ ଭାଙ୍ଗୁଛି। ଉଚ୍ଛେଦରେ ୧୦ରୁ ଅଧିକ ବ୍ରେକର ଏବଂ ବୁଲଡୋଜର ନିୟୋଜିତ ହୋଇଛି। ଘଟଣାସ୍ଥଳରେ ୧୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି। ଏହା ସହ ଅତିରିକ୍ତ ଜିଲାପାଳ, ଉପଜିଲାପାଳ ଏବଂ ପୂର୍ତ୍ତ ବିଭାଗ ଅଧିକାରୀ ମଧ୍ୟ ଉପସ୍ଥିତ ଅଛନ୍ତି। ଏପରି କି ସାପ ଭୟରେ ସ୍ନେକ ହେଲ୍‌ପଲାଇନ ସଦସ୍ୟ ମଧ୍ୟ ଉପସ୍ଥିତ ଅଛନ୍ତି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories