www.samajalive.in
Sunday, December 7, 2025
14.1 C
Bhubaneswar

ନଡ଼ିଆ କଦଳୀ ହାଲୱା

ଆବଶ୍ୟକ ସାମଗ୍ରୀ
କଦଳୀ – ୬ ରୁ ୭ଟି
କୋରା ନଡ଼ିଆ – ଆବଶ୍ୟକ ପରିମାଣରେ
ଚିନି – ଆବଶ୍ୟକ ପରିମାଣରେ
ଘିଅ – ୩ ଚାମଚ
କାଜୁ – ୪ ରୁ ୫ଟି
ବାଦାମ – ୬ ରୁ ୭ଟି
ଗୁଜୁରାତି – ୨ ରୁ ୩ଟି
କେସର – ଅଳ୍ପ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ କଦଳୀକୁ ଛୋଟ ଛୋଟ ଖଣ୍ଡରେ କାଟି ଦିଅନ୍ତୁ। ଏହାପରେ ଗ୍ୟାସରେ କଡ଼େଇ ବସାଇ ଘିଅ ଗରମ କରନ୍ତୁ। ଘିଅ ଗରମ ହେବା ପରେ କଦଳୀ ପକାଇ ଭାଜି ୨ ମିନିଟରେ ଚିନି ପକାଇ ଗୋଳାଇ ଦିଅନ୍ତୁ। ଏହାପରେ କୋରା ନଡ଼ିଆକୁ ପକାଇ ପୁଣି ଭଲ ଭାବେ ଗୋଳାନ୍ତୁ। ଏବେ ଏଥିରେ କାଜୁ , ବାଦାମ, ଗୁଜୁରାତି, କେସର ପକାଇ ଗୋଳାଇ ଏକ ପାତ୍ରକୁ କାଢି ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ନଡ଼ିଆ କଦଳୀ ହାଲୱା।

Hot this week

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

Related Articles

Popular Categories