ଭୁବନେଶ୍ୱର : ରାଜ୍ୟର ନୂତନ ସୂଚନା କମିଶନର ଭାବେ ବାଳକୃଷ୍ଣ ମହାପାତ୍ର ଶୁକ୍ରବାର ଶପଥ ଗ୍ରହଣ କରିଛନ୍ତି । ରାଜଭବନରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ତାଙ୍କୁ ଶପଥ ପାଠ କରାଇଛନ୍ତି । ଏହି ଅବସରରେ ରାଜ୍ୟପାଳ ଗଣେଶୀ ଲାଲ , ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ,ବିରୋଧୀ ଦଳ ନେତା ଓ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଉପସ୍ଥିତ ଥିଲେ ।
Popular Categories



