www.samajalive.in
Thursday, December 11, 2025
18.1 C
Bhubaneswar

ରାଜସ୍ଥାନ ହାଇକୋର୍ଟ ମୁଖ୍ୟ ବିଚାରପତି ପାଇଁ ଜଷ୍ଟିସ ଇନ୍ଦ୍ରଜିତ ମହାନ୍ତିଙ୍କ ନାମ ସୁପାରିସ

ନୂଆଦିଲ୍ଲୀ: ଜଷ୍ଟିସ ଇନ୍ଦ୍ରଜିତ ମହାନ୍ତି ରାଜସ୍ଥାନ ହାଇକୋର୍ଟର ମୁଖ୍ୟ ବିଚାରପତି ହୋଇପାରନ୍ତି। ରାଜସ୍ଥାନ ହାଇକୋର୍ଟ ମୁଖ୍ୟ ବିଚାରପତି ପଦବୀରେ ନିଯୁକ୍ତି ପାଇଁ ସୁପ୍ରିମକୋର୍ଟ କଲେଜିୟମ ଜଷ୍ଟିସ ମହାନ୍ତିଙ୍କ ନାମ ସୁପାରିସ୍‌ କରିଛି। ରାଜସ୍ଥାନ ହାଇକୋର୍ଟର ମୁଖ୍ୟ ବିଚାରପତି ଏସ. ରବୀନ୍ଦ୍ର ଭଟ୍ଟ ସୁପ୍ରିମକୋର୍ଟ ବିଚାରପତି ଭାବେ ପଦୋନ୍ନତି ପାଇଥିବାରୁ ତାଙ୍କ ସ୍ଥାନରେ ଜଷ୍ଟିସ ମହାନ୍ତିଙ୍କୁ ନିଯୁକ୍ତି ଦିଆଯାଇଛି। ଜଷ୍ଟିସ ମହାନ୍ତି ପୂର୍ବରୁ ଓଡ଼ିଶା ହାଇକୋର୍ଟର ସ୍ଥାୟୀ ବିଚାରପତି ଭାବେ କାର୍ଯ୍ୟ କରିଛନ୍ତି। ବର୍ତ୍ତମାନ ସେ ବମ୍ବେ ହାଇକୋର୍ଟରେ ଅବସ୍ଥାପିତ ଅଛନ୍ତି।

Hot this week

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ବଡବାଙ୍କୀ ପଞ୍ଚାୟତ ସାନବାଙ୍କି ଗ୍ରାମରେ...

ପରିବାରରୁ ଦୁର୍ନୀତି ବିରୋଧରେ ଶିକ୍ଷା ଦିଆଯାଉ: ଜଷ୍ଟିସ ନାୟକ

ଦୁର୍ନୀତି ମୁକ୍ତ ଓଡ଼ିଶା ସାମୂହିକ ସଂକଳ୍ପ ହେଉ: ରାଜ କୁମାର ଭୁବନେଶ୍ବର :...

ମହିଳାଙ୍କୁ ଦୁର୍ବ୍ୟବହାର- ବୃଦ୍ଧଙ୍କୁ ଲଣ୍ଡା କରି ଚପଲ ମାଳ ପିନ୍ଧାଇଲେ

ଭବାନୀପାଟଣା - ଜଣେ ମହିଳାଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ସଦରଥାନା ଅନ୍ତର୍ଗତ...

୨୦୦ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ, ଚେତା ହରାଇଲେ ଛାତ୍ରୀ

ସମାଜଲାଇଭ ଡେସ୍କ: ଛାତ୍ରୀଙ୍କୁ ଦୁଇ ଶହ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ।...

Related Articles

Popular Categories