କଣ୍ଟାବାଞ୍ଜି : ବଲାଙ୍ଗୀର ଜିଲା ମୁରିବାହାଲ ଥାନା ଇଛାପଡ଼ା ଛକରେ ଶନିବାର ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଏକ ଅଜଣା ଗାଡ଼ି ଧକ୍କାରେ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ କଣ୍ଟାବାଞ୍ଜି ଡ଼ାକ୍ତରଖାନା ନିଆଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଛି।
Popular Categories



