www.samajalive.in
Saturday, December 6, 2025
23.1 C
Bhubaneswar

ଫିଲିପାଇନ୍ସ: ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ୯ ମୃତ

ମାନିଲା : ଫିଲିପାଇନ୍ସରେ ଏକ ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାରେ  ୯ ଜଣ ଲୋକ ପ୍ରାଣ ହରାଇଛନ୍ତି। ଫିଲିପାଇନ୍ସ ରାଜଧାନୀରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାଗ୍ରସ୍ତ ବିମାନରେ ଲାଗିଥିବା ନିଆଁକୁ ଲିଭାଯିବା ପରେ ୯ଟି ମୃତଦେହ ମିଳିଥିଲା। ପୁଲିସ କହିଛି ଏହି ଦୁର୍ଘଟଣା ଯୋଗୁଁ ବାହାରର ଦୁଇଜଣ ଲୋକ ଆହତ ହୋଇଥିବାର ଜଣାପଡ଼ିଛି।

ବିମାନଟି ଦୁର୍ଘଟଣାଗ୍ରସ୍ତ ହେବା ସମୟରେ ସେମାନେ ସେହି ପାର୍କରେ ବସିଥିଲେ। ଫିଲିପାଇନ୍ସ ବେସାମରିକ ବିମାନ ଚଳାଚଳ କର୍ତ୍ତୃପକ୍ଷ କହିଛନ୍ତି ସେହି ବିମାନଟି ଜଣେ ରୋଗୀ ଓ ଏକ ଡାକ୍ତରୀଦଳଙ୍କୁ ଦକ୍ଷିଣ ମାନିଲାରୁ ନେଇ ଯାଉଥିବା ବେଳେ ହଠାତ୍‍
ଏହା ରାଡାରରେ ଦେଖାଯାଇ ନଥିଲା।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories