www.samajalive.in
Monday, December 8, 2025
27.1 C
Bhubaneswar

ସ୍ୱଚ୍ଛ ଭାରତ ଅଭିଯାନ ପାଇଁ ମୋଦୀଙ୍କୁ ବିଲ୍‍-ମିଲିଣ୍ଡା ଗେଟ୍‍ସ୍‍ ଫାଉଣ୍ଡେସନ ପକ୍ଷରୁ ପୁରସ୍କାର

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସ୍ୱଚ୍ଛ ଭାରତ ଅଭିଯାନ ପାଇଁ ବିଲ୍‍-ମିଲିଣ୍ଡା ଗେଟ୍‍ସ୍‍ ଫାଉଣ୍ଡେସନ ପକ୍ଷରୁ ପୁରସ୍କାର ପ୍ରଦାନ କରାଯିବ। ବିଲ୍‍ ଗେଟ୍‍ସ୍‍ ଓ ମିଲିଣ୍ଡା ଗେଟ୍‍ସ୍‍ ପ୍ରଧାନମନ୍ତ୍ରୀଙ୍କୁ ଏହି ଅନ୍ତର୍ଜାତୀୟ ପୁରସ୍କାର ପ୍ରଦାନ କରିବେ। ଚଳିତ ମାସ ଶେଷ ଆଡ଼କୁ ତାଙ୍କ ଆମେରିକା ଗସ୍ତ ସମୟରେ ମୋଦୀଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ। ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ରାଷ୍ଟ୍ରମନ୍ତ୍ରୀ ଜିତେନ୍ଦ୍ର ସିଂହ କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କର ଏଭଳି କାର୍ଯ୍ୟ ପାଇଁ ସମଗ୍ର ବିଶ୍ୱରେ ତାଙ୍କର ଉଚ୍ଚ ପ୍ରଶଂସା କରାଯାଉଛି।

ଭାରତରେ ସ୍ୱଚ୍ଛ ଭାରତ ଅଭିଯାନ ୨୦୧୪ ମସିହାରୁ ଆରମ୍ଭ କରାଯାଇଥିଲା । ଏଥିରେ ମଧ୍ୟରେ ଘରେ ଶୌଚାଳୟ ନିର୍ମାଣ, ଗୋଷ୍ଠୀ ଶୌଚାଳୟ ନିର୍ମାଣ ଓ ସର୍ବସାଧାରଣ ଶୌଚାଳୟ ନିର୍ମାଣ ତଥା କଠିନ ବର୍ଜ୍ୟବସ୍ତୁ ପରିଚାଳନାକୁ ମଧ୍ୟ ସାମିଲ କରାଯାଇଛି।ସ୍ୱଚ୍ଛ ଭାରତ ଅଭିଯାନ ଅଧୀନରେ ଦେଶର ଅନେକ ବ୍ଳକ, ଜିଲ୍ଲା ଓ ରାଜ୍ୟକୁ ବାହ୍ୟ ମଳମୁକ୍ତ ଘୋଷଣା କରାଯାଇଛି।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories