www.samajalive.in
Monday, December 8, 2025
27.1 C
Bhubaneswar

ଚିଦମ୍ବରମ୍‍ଙ୍କ ସିବିଆଇ ହାଜତ ମିଆଦ ଆସନ୍ତାକାଲି ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ : ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍‍ଙ୍କ ସିବିଆଇ ହାଜତ ମିଆଦକୁ ଦିଲ୍ଲୀର ଏକ ଅଦାଲତ  ଆସନ୍ତାକାଲି(ମଙ୍ଗଳବାର) ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। କୋର୍ଟ ଆସନ୍ତାକାଲି ମଧ୍ୟ ତାଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନ୍‍ ଆବେଦନର ଶୁଣାଣି କରିବେ। ଗତ ୩୦ ତାରିଖରେ ସିବିଆଇ ତାଙ୍କୁ ପୁଣି ୩ ଦିନିଆ ରିମାଣ୍ଡରେ ନେଇଥିଲା। ସିବିଆଇ ହାଜତରେ ତାଙ୍କର ରିମାଣ୍ଡ ଶେଷ ହେବା ପରେ ତାଙ୍କୁ କୋର୍ଟରେ ହାଜର କରାଯାଇଥିଲା।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories