www.samajalive.in
Monday, December 8, 2025
14.1 C
Bhubaneswar

ଅଷ୍ଟମ ଶ୍ରେଣୀ ଛାତୀଙ୍କୁ ବଳତ୍କାର ଅଭିଯୋଗ , ଅଭିଯୁକ୍ତ ଫେରାର

ହରଭଙ୍ଗା : ବୌଦ୍ଧ ଜିଲା ହରଭଙ୍ଗା ଥାନା ଅନ୍ତର୍ଗତ ଖରସଙ୍କୁଲେଇରେ ଏକ ଅଭାବନୀୟ ଘଟଣା ଘଟିଛି ।  ଖରସଙ୍କୁଲେଇ ପ୍ରକଳ୍ପ ପ୍ରାଥମିକ ଉଚ୍ଚ ବିଦ୍ୟାଳୟର ଅଷ୍ଟମ ଶ୍ରେଣୀ ଛାତୀଙ୍କୁ ବଳତ୍କାର ହୋଇଥିବା ଅଭିଯୋଗ ହୋଇଛି । ପ୍ରଧାନ ଶିକ୍ଷକ ଧନଞ୍ଜୟ ପାତ୍ର ତାଙ୍କୁ  ବଳତ୍କାର ଓ ଅସାଦାଚରଣ କରିଥିବା ଛାତ୍ରୀ ଜଣଙ୍କ ହରଭଙ୍ଗା ଥାନାରେ ଅଭିଯୋଗ କରିଛନ୍ତି । ଏନେଇ ସୋମବାର ବିଳମ୍ୱିତ ରାତିରେ ଥାନାରେ ପୀଡ଼ିତାଙ୍କ ଅଭିଯୋଗ ପରେ ପୁଲିସ କେଶ ନଂ୬୩/୧୯ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି । ଅଭିଯୁକ୍ତ ପ୍ରଧାନ ଶିକ୍ଷକ ଧନଞ୍ଜୟ ପାତ୍ର ବର୍ତ୍ତମାନ ସୁଧା ଫେରାର ଅଛନ୍ତି ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories