ଭଦ୍ରକ : ଭଦ୍ରକ ଜିଲ୍ଲା ତିହିଡି ଥାନା ଅନ୍ତର୍ଗତ ବାରୋ ଗ୍ରାମ ପଞ୍ଚାୟତର ଛବିଶିପଡ଼ା ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୩ଟି ପରିବାରର ୨୬ ବଖରା ଘର ଭସ୍ମୀଭୂତ ହୋଇଯାଇଛି। ଅଗ୍ନିକାଣ୍ଡର କାରଣ ଜଣା ପଡି ନାହିଁ ତେବେ ଲକ୍ଷାଧିକ ଟଙ୍କାର ସଂପତ୍ତି ପୋଡି ପାଇଁଶ ହୋଇଯାଇଥିବା ଅନୁମାନ କରାଯାଉଛି।
Popular Categories



