www.samajalive.in
Monday, December 15, 2025
24.1 C
Bhubaneswar

ସ୍ୱର୍ଗତ ନବ ଦାସଙ୍କ ଘରେ ପହଞ୍ଚି ବୟାନ ରେକର୍ଡ କଲେ ୨ଜଣିଆ କ୍ରାଇମ ବ୍ରାଞ୍ଚ ଟିମ

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ କିଶୋର ଦାସଙ୍କ ଝାରସୁଗୁଡ଼ା ଘରେ ୨ଜଣିଆ କ୍ରାଇମ ବ୍ରାଞ୍ଚ ଟିମ୍‌‌ ପହଞ୍ଚି ବୟାନ ରେକର୍ଡ କରିଛନ୍ତି। ନୂଆ ତଦନ୍ତ ଅଧିକାରୀ ଏଏସପି ବିଜୟ ମଲ୍ଲିକ ଏବଂ ଡିଏସପି ଦୀପ୍ତିମୟୀ ମଲ୍ଲିକ ସ୍ୱର୍ଗତ ନବ ଦାସଙ୍କ ଝାରସୁଗୁଡ଼ାର ସହବାହାଲସ୍ଥିତ ଘରେ ପହଞ୍ଚି ବୟାନ ରେକର୍ଡ କରିଛନ୍ତି। ୨ଜଣିଆ କ୍ରାଇମ ବ୍ରାଞ୍ଚ ଟିମ୍‌‌ରେ ଏଏସପି ବିଜୟ ମଲ୍ଲିକ ଏବଂ ଡିଏସପି ଦୀପ୍ତିମୟୀ ମଲ୍ଲିକ ସାମିଲ ହୋଇଛନ୍ତି।

ଏଠାରେ ସୂଚନା ଯୋଗ୍ୟ ଯେ ପୂର୍ବତନ ମନ୍ତ୍ରୀ ନବ କିଶୋର ଦାସ ହତ୍ୟା ମାମଲାରେ ମୁଖ୍ୟମନ୍ତ୍ରୀଙ୍କ ଇ-ମେଲରେ ନବ ଦାସଙ୍କ ପତ୍ନୀ ସମୟ ମାଗିଛନ୍ତି। ଇ-ମେଲ ସହ ପୋଷ୍ଟାଲ୍‌‌ରେ ଚିଠି କରି ସେ ସମୟ ମାଗିଛନ୍ତି ଏବଂ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଚାହୁଁଥିବା ଚିଠିରେ ଉଲ୍ଲେଖ କରିଛନ୍ତି। ଗତ ୧୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ ଇ-ମେଲ କରାଯାଇଥିବା ଜଣାପଡ଼ିଛି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories