www.samajalive.in
Sunday, December 14, 2025
23.1 C
Bhubaneswar

ସୁଦାନରୁ ଦ୍ଵିତୀୟ ପାଳିରେ ଫେରିଲେ ୨୪୬ ଭାରତୀୟ

ଡେସ୍କ: ଅପରେସନ କାବେରୀ ଅଧୀନରେ ଆଜି ଦ୍ଵିତୀୟ ପର୍ଯ୍ୟାୟରେ ଯୁଦ୍ଧତ୍ରସ୍ତ ସୁଦାନରୁ ୨୪୬ ଜଣ ଭାରତୀୟ ମୁମ୍ବାଇରେ ପହଞ୍ଚିଛନ୍ତି। ବୈଦେଶିକ ମନ୍ତ୍ରୀ ଡଃ ଏସ ଜୟଶଙ୍କର ଏହି ବିଷୟରେ ଟ୍ୱିଟ କରିଛନ୍ତି। ସେ ଲେଖିଛନ୍ତି, ଆହୁରି ୨୪୬ ଭାରତୀୟ ମାତୃଭୂମିକୁ ଫେରିଛନ୍ତି। ଭାରତୀୟ ବାୟୁସେନାର ସି୧୭ ବିମାନରେ ସେମାନଙ୍କୁ ସୁଦାନରୁ ଅଣାଯାଇଛି।

ଗତକାଲି ପ୍ରଥମ ପାଳିରେ ୩୬୦ ଜଣଙ୍କୁ ସୁଦାନରୁ ଭାରତ ଅଣାଯାଇଥିଲା। ସୁଦାନରେ ଫସି ରହିଥିବା ନାଗରିକମାନଙ୍କୁ ଫେରାଇ ଆଣିବା ପାଇଁ ଭାରତ ଅପରେସନ୍ କାବେରୀ ଆରମ୍ଭ କରିଛି।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories