www.samajalive.in
Friday, December 12, 2025
15.1 C
Bhubaneswar

ପୁଣି ରାଜଧାନୀରେ ଫୁଟିଲା ବୋମା, ୨ ଆହତ

ଭୁବନେଶ୍ୱର: ପୁଣି ରାଜଧାନୀରେ ଫୁଟିଲା ବୋମା। ଲକ୍ଷ୍ମୀସାଗର ଥାନା ହଳଦୀପଡ଼ିଆ ବସ୍ତିରେ ଏକ ଘର ଉପରକୁ ବୋମାମାଡ଼ ହୋଇଥିବା ଅଭିଯୋଗ ହୋଇଛି। ଏହି ବୋମାମାଡ଼ରେ ୨ଜଣ ଆହତ ହୋଇଥିବା ସୂଚନା ମିଳିଛି। ବୋମାମାଡ଼ରେ ଆହତ ହୋଇଥିବା ୨ଜଣଙ୍କୁ ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ୨ଟି ବାଇକରେ ୪ଜଣ ଯୁବକ ଆସି ବୋମାମାଡ଼ କରିଥିଲେ। ଏଥିରେ ୨ଜଣ ଆହତ ହୋଇଥିବାବେଳେ ସେଠାରେ ରଖାଯାଇଥିବା ବାଇକ ଓ ବସ କ୍ଷତିଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ଛାନଭିନ ଆରମ୍ଭ କରିଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories