www.samajalive.in
Monday, December 15, 2025
26.1 C
Bhubaneswar

ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହେଲା ଘୁର୍ଣ୍ଣିବଳୟ

ଡେସ୍କ : ଭାରତୀୟ ପାଣିପାଗ ବିଭାଗର ପୁର୍ବ ଆକଳନ ଅନୁସାରେ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୮ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ତେବେ​ ‌୯ ତାରିଖ ସୁଦ୍ଧା ଦକ୍ଷିଣ-ପୂର୍ବ ବଙ୍ଗୋସାଗରରେ ଅବପାତ ସୃଷ୍ଟି ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପରେ ଏହା ଘନୀଭୂତ ହୋଇ ବାତ୍ୟାରେ ପରିଣତ ହୋଇପାରେ। ତେବେ ଲଘୁଚାପ କ୍ଷେତ୍ର ସୃଷ୍ଟି ପରେ ଏହାର ତୀବ୍ରତା ଓ ଗତିପଥ ସ୍ପଷ୍ଟ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories