www.samajalive.in
Sunday, December 7, 2025
16.1 C
Bhubaneswar

ପାକ୍‌ର ପାଲଟା ଜବାବ୍‌ : ଇରାନ୍-ପାକିସ୍ତାନ ସୀମାରେ ଏୟାରଷ୍ଟ୍ରାଇକ୍ ସହ ଡ୍ରୋନ୍ ଆକ୍ରମଣ

ନୂଆଦିଲ୍ଲୀ: ପାକିସ୍ତାନ ଇରାନ୍ ଏୟାର ଷ୍ଟ୍ରାଇକର ପାଲଟା ଜବାବ ଦେଇଛି। ଇରାନର ଆତଙ୍କୀ ଠିକଣା ଉପରେ ପାକ୍ ବାୟୁସେନା ଆକ୍ରମଣ କରିଛି। ଇରାନ୍-ପାକ୍ ସୀମାରେ ଏୟାରଷ୍ଟ୍ରାଇକ୍ ସହ ଡ୍ରୋନ୍ ଆକ୍ରମଣ ମଧ୍ୟ କରାଯାଇଛି। ବାଲୁଚିସ୍ତାନରେ ଇରାନ ଏୟାରଷ୍ଟ୍ରାଇକ୍ ସହ ଡ୍ରୋନ୍ ଆକ୍ରମଣ କରିଥିଲା। ସେପଟେ ପାକିସ୍ତାନର ଆତଙ୍କୀ ସଙ୍ଗଠନ ଉପରେ ଇରାନ୍ ଆକ୍ରମଣକୁ ନେଇ ଭାରତ ପ୍ରତିକ୍ରିୟା ରଖିଛି । ଇରାନର ଏୟାରଷ୍ଟ୍ରାଇକକୁ ନେଇ ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ଏକ ବୟାନ ଜାରି କରାଯାଇଛି । ଏଥିରେ କୁହାଯାଇଛି, ଆତ୍ମରକ୍ଷା ପାଇଁ ଇରାନ୍ ଏଭଳି ନିଷ୍ପତି ନେବାକୁ ବାଧ୍ୟ ହୋଇଛି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories