www.samajalive.in
Saturday, December 6, 2025
23.1 C
Bhubaneswar

ଭଡା ଘରୁ ମିଳିଲା କନିଷ୍ଠ କିରାଣିଙ୍କ ମୃତଦେହ

ସମ୍ବଲପୁର: ଭଡାଘରୁ ନାକଟିଦେଉଳ ତହସିଲ୍ କିରାଣିଙ୍କ ମୃତଦେହ ଉଦ୍ଧାର । ସମ୍ବଲପୁର ଜିଲ୍ଲା ରେଢାଖୋଲ ଥାନା ଲୁକାପାଲି ସ୍ଥିତ ଏକ ଘରୁ ଜଣେ କନିଷ୍ଠ କିରାଣିଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ କ୍ଷୀରୋଦ ବଳ ବୋଲି ଜଣାପଡିଛି। ସେ ନାକଟିଦେଉଳ ଅଫିସରେ କାମ କରୁଥିଲେ। କ୍ଷୀରୋଦଙ୍କ ପରିବାର ଲୋକ ପରିବାର ଲୋକ ସମ୍ବଲପୁରରେ ରହୁଥିବାବେଳେ କ୍ଷୀରୋଦ ଲୁକାପାଲିରେ ଏକ ଘର ଭଡା ନେଇ ରହୁଥିଲେ। ଆଜି ସକାଳୁ ଭଡା ଘରୁ ତାଙ୍କର ମୃତଦେହ ଉଦ୍ଧାର ହୋଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତ୍ୟୁର କାରଣ ଜଣାପଡିନାହିଁ। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories