www.samajalive.in
Saturday, December 6, 2025
15.1 C
Bhubaneswar

ତାତିରୁ ମିଳିବ ଆଶ୍ୱସ୍ତି: ୨୨ରେ ଲଘୁଚାପ

ଭୁବନେଶ୍ୱର: ତାତିରୁ ମିଳିବ ଆଶ୍ୱସ୍ତି। ଆସନ୍ତା ୨୨ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବିଭାଗର ସୂଚନା ଅନୁସାରେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି କ୍ରମେ ଘନିଭୂତ ହୋଇ ୨୪ ତାରିଖରେ ଅବପାତ ରୂପ ନେଇପାରେ। ଏହାର ପ୍ରଭାବ ରାଜ୍ୟରେ କେବେଠାରୁ ପଡିବ ସେନେଇ ଆକଳନ କରାଯାଇନାହିଁ।

https://x.com/mcbbsr/status/1791725194685661184

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories