www.samajalive.in
Wednesday, November 12, 2025
28.1 C
Bhubaneswar

ଦେଖନ୍ତୁ ଛାତିଥରା ଭିଡିଓ; ଆକାଶରୁ ଖସିଲା ମୃତ୍ୟୁ, ବ୍ୟକ୍ତିଙ୍କ ଉପରେ ପଡିଲା ମିଶାଇଲ୍‌ ଖଣ୍ଡ..

ନୂଆଦିଲ୍ଲୀ : ଇରାନ ଇସ୍ରାଏଲ ଉପରେ ଆକ୍ରମଣ ଜାରି ରଖିଛି । ଇରାନ ଇସ୍ରାଏଲ ଉପରେ ୧୫୦ରୁ ଅଧିକ ମିଶାଇଲ୍‌ ଆକ୍ରମଣ କରିଛି । ନିକଟରେ ଏହାର ଏକ ଭୟଙ୍କର ଭିଡିଓ ସାମ୍ନାକୁ ଆସିଛି । ଭିଡିଓରେ ଦେଖିପାରିବେ, ଆକାଶରୁ ଏକ ମିଶାଇଲ୍‌ ଖଣ୍ଡ ରାସ୍ତାରେ ଜଣେ ବ୍ୟକ୍ତିଙ୍କ ଉପରେ ସିଧାସଳଖ ଖସି ପଡୁଛି । ବ୍ୟକ୍ତି ଜଣକ ରାସ୍ତା କଡରେ ଠିଆ ହୋଇଥିବା ସମୟରେ ହଠାତ୍‌ ତାଙ୍କ ଉପରକୁ ମିଶାଇଲ୍‌ ଖଣ୍ଡ ଖସି ପଡି ତାଙ୍କର ମୃତ୍ୟୁ ହେଉଛି ।

୧୨ ବର୍ଷ ପରେ.. ନବରାତ୍ରରୁ ଓଲଟା ଚଳନ କରିବେ ବୃହସ୍ପତି ; ଏହି ରାଶିଙ୍କୁ କରିବେ ଭାଗ୍ୟଶାଳୀ, ଧନ ମିଳିବା ସହ ହେବ ବିବାହ..

- Advertisement -

Hot this week

ଏକ୍‌ଜିଟ୍‌ ପୋଲ୍‌କୁ ଖାରଜ କରିଛନ୍ତି ତେଜସ୍ୱୀ ଯାଦବ

ସମାଜ ଲାଇଭ୍ ଡେସ୍କ : ବିହାରରରେ ସମସ୍ତ ପର୍ଯ୍ୟାୟ ମତଦାନ ଶେଷ...

ନୂଆପଡ଼ା ଉପନିର୍ବାଚନରେ ଐତିହାସିକ ୮୩.୪୫% ମତଦାନ

ସମାଜଲାଇଭ ଡେସ୍କ: ନୂଆପଡ଼ା ଉପନିର୍ବାଚନରେ ଏଥର ରେକର୍ଡ ମତଦାନ ହୋଇଛି। ଚଳିତ...

ହସ୍ପିଟାଲରୁ ଡିସଚାର୍ଜ ହେଲେ ଧର୍ମେନ୍ଦ୍ର

ମୁମ୍ବାଇ: ସୁସ୍ଥ ହୋଇ ଘରକୁ ଫେରିଲେ ଭେଟେରାନ୍ ଅଭିନେତା ଧର୍ମେନ୍ଦ୍ର। ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା...ଆଉ ଗୋଟିଏ ଦିନ ବଢ଼ିଲା ଐତିହାସିକ କଟକ...

ଦିଲ୍ଲୀ ବିସ୍ଫୋରଣ : ଜାନୁଆରୀ ୨୬ରେ ହୋଇଥିଲା ଯୋଜନା

ସମାଜ ଲାଇଭ୍ ଡେସ୍କ : ଦିଲ୍ଲୀ ବିସ୍ଫୋରଣ ଘଟଣାରେ ସାମ୍ନାକୁ ଆସିଲା...

Related Articles

Popular Categories