www.samajalive.in
Saturday, December 6, 2025
26.1 C
Bhubaneswar

ଲୁଗା ଦୋକାନରେ ଅଗ୍ନିକାଣ୍ଡ

ରାୟଗଡା: ନିଆଁ ଲାଗି ଏକ ଲୁଗା ଦୋକାନ ସମ୍ପୂର୍ଣ୍ଣ ଜଳିଯାଇଛି ।  କନଭେଟ୍ ସ୍କୁଲ ଛକ ନିକଟ ଏସକେ ମାର୍ଟରେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ଘଟିଛି । ୪ ମହଲା ବିଶିଷ୍ଟ ମାର୍ଟରେ ଅଗ୍ନିକାଣ୍ଡ ଯୋଗୁଁ ସମସ୍ତ ସାମଗ୍ରୀ ଜଳି ନଷ୍ଟ ହୋଇଯାଇଛି । ନିଆଁକୁ ଅଗ୍ନିଶମ ବାହିନୀ ଆୟତ୍ତ କରିଛି । ଏଥିରେ କେହି ମୃତାହତ ହୋଇନାହାଁନ୍ତି ।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories