www.samajalive.in
Saturday, December 6, 2025
23.1 C
Bhubaneswar

ଶିଶୁ ଉପରକୁ ଚଢିଗଲା ଅହିରାଜ, ଛାତି ଥରାଇଦେବ ଏହି ଭିଡିଓ

ନୂଆଦିଲ୍ଲୀ : ସାମାଜିକ ଗଣମାଧ୍ୟମରେ ପ୍ରତିଦିନ ଅନେକ ଭିଡିଓ ଭାଇରାଲ ହୋଇଥାଏ । ଏଥିରୁ କିଛି ଏମିତି ଭିଡିଓ ଥାଏ ଯାହା ସମସ୍ତଙ୍କୁ ଚକିତ କରିଥାଏ । ଆଉ କିଛି ଭିଡିଓ ସମସ୍ତଙ୍କ ଛାତି ଥରାଇଦିଏ । ଏମିତି ଏକ ସାପର ଭିଡିଓ ଏବେ ଭାଇରାଲ ହେଉଛି ଯାହା ଦେଖିଲେ ଆପଣଙ୍କ ଲୋମ ଟାଙ୍କୁରି ଯିବ ।

- Advertisement -

ଭାଇରାଲ ହେଉଥିବା ଏହି ଭିଡିଓରେ ଦେଖାଯାଉଛି କି ଏକ ଅହିରାଜ ସାପ ଓ ନେଉଳ ମଧ୍ୟରେ ଲଢେଇ ଚାଲିଛି । ଏହା ମଧ୍ୟରେ ସାପଟି ନିଜକୁ ରକ୍ଷା କରିବାକୁ ଏକ ଘର ଆଡକୁ ମାଡି ଆସୁଛି । ଏହି ସମୟରେ ସେଠାରେ ଥିବା ଏକ ଝୁଲାରେ କୁନି ପିଲା ଉପରକୁ ଚଢିଯାଉଛି ସାପ । ଭିଡିଓଟି ଏବେ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେବାରେ ଲାଗିଛି । ତେବେ ଭିଡିଓଟି କେବେକାର ଏବଂ କେଉଁ ସ୍ଥାନର ସେ ସମ୍ପର୍କରେ କୌଣସି ସୂଚନା ମିଳିପାରିନି ।

Hot this week

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

Related Articles

Popular Categories