www.samajalive.in
Monday, December 8, 2025
20.1 C
Bhubaneswar

ଦେଖନ୍ତୁ ଭିଡ଼ିଓ; କୂଅରୁ ଏମିତି ଉଦ୍ଧାର ହେଲା ଦନ୍ତା

ସମାଜ ଡିଜିଟାଲ ଡେସ୍କ: କଳାହାଣ୍ଡି ଜିଲା ନର୍ଲା ରେଞ୍ଜର ଜାମପଡା ଗାଁରେ ଥିବା ଏକ ପରିତ୍ୟକ୍ତ କୂଅରେ ପଡ଼ିଥିବା ଦନ୍ତା ହାତୀ ଉଦ୍ଧାର ହୋଇଛି। ଗତକାଲି ବିଳମ୍ବିତ ରାତିରେ ହାତୀଟି କୂଅରେ ପଡ଼ିଯାଇଥିଲା। ଖବର ପାଇ ବନ ବିଭାଗ କର୍ମଚାରୀମାନେ ଆଜି ସକାଳୁ ପହଞ୍ଚି ଜେସିବି ମେସିନ ଜରିଆରେ ହାତୀକୁ ଉଦ୍ଧାର କରିଥିଲେ। ଦନ୍ତା ହାତୀଟି ଜଙ୍ଗଲ ମୁହାଁ ହୋଇଛି।

Hot this week

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

Related Articles

Popular Categories