www.samajalive.in
Wednesday, November 19, 2025
18.1 C
Bhubaneswar

ମହାରାଷ୍ଟ୍ରର ଏମିତି ଗାଁ, ଗାଳିଗୁଲଜ କଲେ ଗଣିବେ ତଣ୍ଡ

ଡେସ୍କ: ମହାରାଷ୍ଟ୍ରର ଅହଲ୍ୟାନଗର ଜିଲ୍ଲାର ନେଭାସା ତହସିଲର ସୌନ୍ଦାଲା ଗାଁ ଏବେ ଚର୍ଚ୍ଚାରେ ରହିଛି। ବାସ୍ତବରେ ଏହି ଗାଁରେ ଗାଳିଗୁଲଜକୁ ନିଷିଦ୍ଧ କରାଯାଇଛି। ଯଦି କେହି ଗାଳି ଗୁଲଜ କରୁଥିବା ଧରାପଡ଼ନ୍ତି ତେବେ ତାଙ୍କୁ ୫୦୦ ଟଙ୍କା ଜରିମାନା ଦେବାକୁ ପଡ଼ିବ।

ଗଲି ଗୁଲଜ କରୁଥିବା ଲୋକଙ୍କୁ ଚିହ୍ନଟ କରିବା ପାଇଁ ଗାଁରେ ମାଇକ୍ରୋଫୋନ୍ ଯୁକ୍ତ ସିସି ଟିଭି କ୍ୟାମେରା ମଧ୍ୟ ଲଗାଯାଇଛି। ଏହି ନିଷ୍ପତିକୁ ସୌନ୍ଦାଲା ଗ୍ରାମର ମହିଳା ଓ ଯୁବକମାନେ ଖୁବ ପ୍ରଶଂସା କରୁଛନ୍ତି।

Hot this week

ନୀତିଶଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆସନ୍ତା ୨୦ରେ ନୀତିଶ କୁମାରଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ...

ଦ୍ବିତୀୟ ଟେଷ୍ଟରୁ ବାଦ୍‌ ପଡ଼ିପାରନ୍ତି ଗିଲ୍‌ : ନୀତୀଶଙ୍କୁ ମିଳିପାରେ ସୁଯୋଗ

ନୂଆଦିଲ୍ଲୀ : ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ କ୍ରିକେଟ...

୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ ତାପମାତ୍ରା

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଇବାରୁ ପାହାଡ଼ିଆ...

ବାଂଲାଦେଶୀ ନାବାଳିକା ଉଦ୍ଧାର ମାମଲା: ୧୦ ଜଣଙ୍କ ନାଁରେ ଏନ୍‌ଆଇଏର ଚାର୍ଜସିଟ୍‌ ଦାଖଲ

ଭୁବନେଶ୍ବର: କଟକରୁ ଉଦ୍ଧାର ବାଂଲାଦେଶୀ ନାବାଳିକା ଚାଲାଣ ମାମଲାରେ ୧୦ଜଣଙ୍କ ବିରୋଧରେ...

ରାଜ୍ୟରେ ଗଠନ ହେବ ଆଉ ୪ ତହସିଲ

ଭୁବନେଶ୍ବର: ସରକାରୀ ସେବାକୁ ତ୍ବରାନ୍ବିତ କରିବା ଉଦ୍ଦେଶ୍ୟରେ ରାଜ୍ୟରେ ଆଉ ୪ଟି...

Related Articles

Popular Categories