www.samajalive.in
Tuesday, December 9, 2025
16.1 C
Bhubaneswar

ହାତୀ ଆକ୍ରମଣରେ ଜଣେ ମହିଳା ଗୁରୁତର

ପାଟଣା – ଘଟଗାଁ ବ୍ଲକ ଅନ୍ତର୍ଗତ ତୋରାଣିପୋଖରୀ ପଞ୍ଚାୟତ ପୋଇପାଣି ଗ୍ରାମର ଗୁରୁଚରଣ ମହାରଣା ଙ୍କ ପତ୍ନୀ ତୁଳସୀ ମହାରଣା (୪୫)ଙ୍କୁ ସୋମବାର ସନ୍ଧ୍ୟା ପାଖାପାଖି ୬ଟା ସମୟରେ ଏକ ଦନ୍ତା ହାତୀ ଟେକି କଚାଡି ଦେବାରୁ ସେ ଗୁରୁତର ହୋଇଛନ୍ତି ।

 

- Advertisement -

ତୁଳସୀ ସଦର ବ୍ଲକ ଅନ୍ତର୍ଗତ ଡୁମୁରିଆ ହାଟରୁ ହାଟ ସାରି ରାସ୍ତାରେ ଘରକୁ ଫେରୁଥିବା ସମୟରେ ପୋଇପାଣି ଜଙ୍ଗଲରୁ ହଠାତ୍ ଏକ ଦନ୍ତା ହାତୀ ବାହାରି ଆସି ତୁଳସୀଙ୍କୁ ଟେକି କଚାଡି ଦେଇଥିଲ । ଖବର ପାଇ ପାଟଣା ବନପାଳ ପିଅନ ନାଏକ ଓ ବନବିଭାଗ ପାରାକର୍ମଚାରୀ ମାନେ ଘଟଣା ସ୍ଥଳରେ ତାଙ୍କୁ ଉଦ୍ଧାର କରି କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରିଛନ୍ତି ।

Hot this week

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

ଟଙ୍କାର ବିନିମୟ ମୂଲ୍ୟ ଆଉ ୧୬ ପଇସା କମିଲା

ନୂଆଦିଲ୍ଲୀ, ୮ା୧୨: ସୋମବାର ଆମେରିକୀୟ ଡଲାର ତୁଳନାରେ ଟଙ୍କା ୧୬ ପଇସା...

କଟାମୁଣ୍ଡ ପାଇଁ ଲଙ୍କାକାଣ୍ଡ: ଏମଭି -୨୬ ଗାଁ ଛାରଖାର

ମାଲକାନଗିରି/କୋରୁକୋଣ୍ଡା: ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ପୋଟେରୁ ନଦୀର ଡୁଡାମେଟଲା...

Related Articles

Popular Categories