www.samajalive.in
Saturday, December 6, 2025
16.1 C
Bhubaneswar

ବସ ଓଲଟି ୧୦ ଆହତ

ବଣାଇ : ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅନ୍ତର୍ଗତ ଲୁଥୁରବା ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୂଚନା ଅନୁଯାୟୀ, ବସଟି ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିବା ଫଳରେ ୧୦ ଜଣ ଆହତ ହୋଇଛନ୍ତି। ଶୁକ୍ରବାର ଭୋର ସମୟରେ ଏହା ଘଟିଛି। ବସଟି ଭୁବନେଶ୍ୱରରୁ ବଣାଇ ଆସୁଥିବା ଜଣାପଡ଼ିଛି। ପ୍ରବଳ କୁହୁଡ଼ି ଯୋଗୁ ଏହି ଦୁର୍ଘଟଣା ଘଟିଥିବାର ସୂଚନା ମିଳିଛି।

Hot this week

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

Related Articles

Popular Categories