www.samajalive.in
Sunday, December 14, 2025
26.1 C
Bhubaneswar

ଆଧାର ସଂଶୋଧନ ସମୟ ସୀମା ଆଉ ୩ ମାସ ବୃଦ୍ଧି

ନୂଆଦିଲ୍ଳୀ : କେନ୍ଦ୍ର ସରକାର ଆଧାର ସଂଶୋଧନ ସମୟସୀମାକୁ ଆଉ ୩ ମାସ ବୃଦ୍ଧି କରିଛନ୍ତି । ଆଧାର ପରିଚୟପତ୍ରରେ ସଂଶୋଧନ ଲାଗି ବିନା ଦେୟରେ ଅନଲାଇନ୍‌‌ ଜରିଆରେ ଡିସେମ୍ବର ୧୪ ତାରିଖ ପର୍ଯ୍ୟନ୍ତ ସଂଶୋଧନ କରାଯାଇପାରିବ। ପୂର୍ବରୁ କେନ୍ଦ୍ର ସରକାର ଆଧାର ସଂଶୋଧନ ପାଇଁ ଦୁଇଥର ସମୟସୀମା ବୃଦ୍ଧି କରିଥିଲେ। ଡିଜିଟାଲ ଇଣ୍ଡିଆର ପଦକ୍ଷେପ ସ୍ୱରୂପ ୟୁଆଇଡିଏଆଇ ପୋର୍ଟାଲ ଜରିଆରେ ଆଧାର ସଂଶୋଧନ କରାଯାଉଛି।

Hot this week

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

Related Articles

Popular Categories