www.samajalive.in
Saturday, December 6, 2025
26.1 C
Bhubaneswar

ଆହାର କେନ୍ଦ୍ରକୁ ପ୍ରଦାନ କରାଗଲା ୧୧ କୋଟି ୧୭ ଲକ୍ଷ ଟଙ୍କା

ଭୁବନେଶ୍ବର: ଆହାର କେନ୍ଦ୍ର ଅଭିଯାନକୁ ଆଗେଇ ନେବା ଲକ୍ଷ୍ୟରେ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ୧୧କୋଟି ୧୭ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି । ସମସ୍ତ ୧୬୭ ଆହାର କେନ୍ଦ୍ର ଓ ୨୭ ଆହାର ରୋଷେଇଶାଳାର ପରିଚାଳନା ଦାୟିତ୍ବ ମିଶନ ଶକ୍ତିକୁ ପ୍ରଦାନ କରାଯାଇଛି । ସୂଚନା ଅନୁସାରେ, ରାଜ୍ୟରେ ବର୍ତ୍ତମାନ କାର୍ଯ୍ୟକ୍ଷମ ଥିବା ୧୬୭ଟି ଆହାର କେନ୍ଦ୍ରର ପରିଚାଳନା ପାଇଁ ଏହି ଅର୍ଥ ପ୍ରଦାନ କରାଯାଇଛି । ସବୁ ପୌରାଞ୍ଚଳରେ କାର୍ଯ୍ୟକ୍ଷମ ଥିବା ଆହାର କେନ୍ଦ୍ରରେ ଦୈନିକ ଏକ ଲକ୍ଷ ଲୋକଙ୍କୁ ୫ଟଙ୍କାରେ ମଧ୍ୟାହ୍ନ ଭୋଜନ ମିଳୁଛି ।

Hot this week

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

Related Articles

Popular Categories