www.samajalive.in
Saturday, December 6, 2025
14.1 C
Bhubaneswar

ବ୍ୟବସାୟୀଙ୍କ ଠାରୁ ୨ ଲକ୍ଷ ଝାମ୍ପି ନେଲେ

ଆଳି : ବ୍ୟବସାୟୀଙ୍କ ଠାରୁ ୨ ଲକ୍ଷ ଝାମ୍ପି ନେଲେ ଦୁର୍ବୃତ୍ତ । ଗୁରୁବାର ସ୍ପଷ୍ଟ ଦିବାଲୋକରେ ଆଳି ଷ୍ଟେଟ୍‌ ବ୍ୟାଙ୍କ ଶାଖାରୁ ଟଙ୍କା ଉଠାଇ ଫେରିବା ବାଟରେ ବ୍ୟବସାୟୀଙ୍କ ଠାରୁ ଏହି ଲୁଟ୍‌ ହୋଇଛି । ନିଆଳ ଗାଁ ପାଖରେ ବାଇକ୍‌ରେ ଆସି ୨ ଦୁର୍ବୃତ୍ତ ଟଙ୍କା ଝାମ୍ପି ନେଇ ଫେରାର ହୋଇ ଯାଇଛନ୍ତି । ବ୍ୟବସାୟୀ ଜଣକ ପୁଲିସ ନିକଟରେ ଏନେଇ ଅଭିଯୋଗ କରିବା ପରେ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

କୋଟି କୋଟି ଗ୍ରାହକଙ୍କ ପାଇଁ ଖୁସି ଖବର; ବିଏସଏନଏଲ ଆଣିଲା ସବୁଠାରୁ ଶସ୍ତା ରିଚାର୍ଜ ପ୍ଲାନ୍‌, ମିଳିବ ସବୁ ସୁବିଧା..

ଶନି-ସୂର୍ଯ୍ୟଙ୍କ ନବପଞ୍ଚମ ରାଜଯୋଗ; ଏହି ୩ ରାଶିଙ୍କ ଭାଗ୍ୟକୁ ସୁନା ଭଳି ଚମକାଇବେ ଶନି, ମିଳିବ ବଡ ସଫଳତା..

- Advertisement -

ଭିଡିଓରେ ଦେଖନ୍ତୁ ; କୁମ୍ଭୀର ପାଟିରେ ଥିଲା ହରିଣ, ଏମିତି ବଞ୍ଚିଲା ଜୀବନ..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories