www.samajalive.in
Monday, December 15, 2025
17.1 C
Bhubaneswar

‘ଆମ ଚଉଦୁଆର’ ଉନ୍ମୋଚିତ

ଚୌଦ୍ୱାର : ପିପୁଲସ୍ ୱେଲଫେୟାର ସୋସାଇଟି ତରଫରୁ ପ୍ରକାଶିତ ‘ଆମ ଚଉଦୁଆର’ ପତ୍ରିକା ଉନ୍ମୋଚିତ ହୋଇଯାଇଛି ।ସଂଗଠନର ସଭାପତି ପ୍ରଦ୍ୟୁମ୍ନ କୁମାର ସାହୁଙ୍କ ପୌରୋହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ୱାଳ ପତ୍ରିକାର ଶୁଭ ଉନ୍ମୋଚନ କରିଥିଲେ। ପୌର ଉପାଧ୍ୟକ୍ଷ ଶୁଭେନ୍ଦୁୁ ସାମଲ, ନଗର ବିଜେଡ଼ି ସଭାପତି ବିଷ୍ଣୁ ଚରଣ ପରିଡ଼ା, ଉତ୍କଳ ପ୍ରତିଭା ସିଦ୍ଧେଶ୍ୱର ନାୟକ ପ୍ରମୁଖ ଏଥିରେ ଅତିଥି ଭାବେ ଯୋଗ ଦେଇଥିଲେ। କାର୍ଯ୍ୟକାରୀ ସଭାପତି ମାନସ କୁମାର ସାହୁ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ ଏବଂ ସୁରେଶ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ। ସୁଧାଂଶୁ ଶେଖର ପରିଡ଼ା, ପୂର୍ଣ୍ଣଚନ୍ଦ୍ର ସାହୁ, ସୁରେଶ ନାୟକ, ନିରଞ୍ଜନ ବେହେରା, ଧୀରଞ୍ଜନ ସିଂ, ହିମାଂଶୁ ବେହେରା, ଦୀପକ ଶଂକର ସାହୁ, ସଂଜୟ ନାୟକ, ସୁଶାନ୍ତ ନାୟକ ପ୍ରମୁଖ ସଦସ୍ୟ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories