ନୟାଗଡ଼ : ନୂଆଗାଁ ପଞ୍ଚୁପାଣ୍ଡବ ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ଆମ୍ବୁଲାନ୍ସ କଟକରୁ ଶବ ନେଇ ଦଶପଲ୍ଲା ଯିବା ବେଳେ ଦୁର୍ଘଟଣା ଘଟିଥିଲା। ହଠାତ୍ ଭାରସରମ୍ୟ ହରାଇ ଆମ୍ବୁଲାନ୍ସଟି ରାସ୍ତା କଡ଼କୁ ଓଲଟିପଡ଼ିଥିଲା । ଘଟଣା ସ୍ଥଳରେ ୨ ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି।
Popular Categories

Hot this week

‘The Samaja’, the synonym of newspapers in Odisha – a mass circulated and widely read Odia daily has completed ‘Hundred Five‘ years of its glorious publication. Founded in 1919 by a great visionary, nationalist and freedom fighter, Utkalamani Pandit Gopabandhu Das.. Read More
Get important news delivered directly to your inbox and stay connected!