www.samajalive.in
Saturday, December 6, 2025
17.1 C
Bhubaneswar

ବନ୍ଧୁକ ଦେଖାଇ ୮ ଲକ୍ଷ ଭତ୍ତା ଟଙ୍କା ଲୁଟ୍‌

ଆନନ୍ଦପୁର : ବନ୍ଧୁକ ଦେଖାଇ ଜିଆର୍‌ଏସ୍‌ଙ୍କ ଠାରୁ ଭତ୍ତା ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ । ତରୁଆଁ ପଞ୍ଚାୟତ ଜିଆର୍‌ଏସ୍‌ଙ୍କ ଠାରୁ ପ୍ରାୟ ୮.୧୧ ଲକ୍ଷ ଟଙ୍କା ଲୁଟ୍‌ ହୋଇଥିବା ବୁଧବାର ଅଭିଯୋଗ ହୋଇଛି । ରାମଚନ୍ଦ୍ରପୁର ଥାନା ବଣିଆପଶି ନିକଟରେ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ । ୨ ଜଣ ଲୁଟେରା ବାଇକ୍‌ରେ ଆସି ବନ୍ଧୁକ ଦେଖାଇ ଟଙ୍କା ଲୁଟ୍‌ କରିଥିବା ଅଭିଯୋଗ ହୋଇଛି । ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

ବୁଧ କରିବେ ଓଲଟା ଚଳନ; ଏହି ରାଶି ହେବେ ଭାଗ୍ୟଶାଳୀ, ମିଳିବ ଧନ ହିଁ ଧନ.. 

ଦେଖନ୍ତୁ ଭିଡିଓ.. କୋବିରୁ ହଠାତ୍‌ ବାହାରିଲା ସାପ, ଭାଇରାଲ୍‌ ହେଉଛି ଛାତିଥରା ଭିଡିଓ..

- Advertisement -

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories