www.samajalive.in
Saturday, December 6, 2025
16.1 C
Bhubaneswar

ଯୁବକଙ୍କ ବେକ କାଟି ହତ୍ୟା

ଆନନ୍ଦପୁର : କେନ୍ଦୁଝରର ଦୈତାରୀ ଥାନା ଖସାପଦା ଗାଁରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ନେଇ ଶନିବାର ଅଭିଯୋଗ ହୋଇଛି। ଭୋଜି କରିବାକୁ ଡାକି ନେଇ ଯୁବକଙ୍କ ବେକ କାଟି ହତ୍ୟା କରାଯାଇଛି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଖସାପଦା ଗାଁ ପାଖ ରାସ୍ତାରୁ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରିଛି। କେଉଁ କାରଣରୁ ଏଭଳି ହତ୍ୟାକାଣ୍ଡ ଘଟିଛି ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳି ନଥିବା ବେଳେ ପୁଲିସ ତଦନ୍ତ ଆରମ୍ଭ କରିଛି।

Hot this week

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

Related Articles

Popular Categories