www.samajalive.in
Saturday, December 6, 2025
26.1 C
Bhubaneswar

ଟ୍ରକ ଓଲଟି ଚାଳକ ମୃତ

ଆଦନ୍ଦପୁର : ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଛି। ଜାତୀୟ ରାଜପଥରେ ଟ୍ରକ ଓଲଟି ଗାଡି ଚାଳକଙ୍କ ମୃତ୍ୟୁ ଘଟିଥିବା ନେଇ ବୁଧବାର ଖବର ମିଳିଛି। ଘସିପୁରା ଥାନା ସାଳପଡା ପୋଲ ନିକଟରେ ଏହି ଦୁର୍ଘଟଣା ଘଟିଛି। ପାରାଦୀପ ଯିବା ବେଳେ ଭାରସାମ୍ୟ ହରାଇ ଟ୍ରକଟି ଓଲଟି ପଡିଛି।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories